Politics
ଆସନ୍ତା ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା
ଆସନ୍ତା ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା । ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଓଡ଼ିଶା ବନ୍ଦରେ ସାମିଲ୍ ହେବାକୁ ଇଣ୍ଡି ମେଣ୍ଟର ସଦସ୍ୟଙ୍କୁ ଅପିଲ୍ କରିଛନ୍ତି ପିସିସ ସଭାପତି ।