🔥 TRENDING રાજકોટ: મોરબી રોડ હડાળા ગામના પાટિયા પ... Four Assam Labourers Die in Meghalaya... Rape Case Surge Brings Women's Safety... Ayushmann Khurrana to Portray Pakistan... Madonna and Taylor Swift Dominate MTV... TVK Minister Criticises Udhayanidhi St...
28 Sep 2026•
ગુજરાતી मराठी ਪੰਜਾਬੀ বাংলা
SIR କାର୍ଯ୍ୟରେ ଅବହେଳା ପାଇଁ ଭୁବନେଶ୍ୱରରେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ
Crime

SIR କାର୍ଯ୍ୟରେ ଅବହେଳା ପାଇଁ ଭୁବନେଶ୍ୱରରେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

✍️ Reporter: Deepak Mahapatra 🗓 16 Sep 2026, 12:58 PM 👁 50
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post
ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ସହକାରୀ ଶିକ୍ଷୟିତ୍ରୀ ରଶ୍ମି ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ ନିଯୁକ୍ତ କରାଯାଇଥିଲା।କାର୍ଯ୍ୟରେ ଅବହେଳା ପାଇଁ ଚନ୍ଦ୍ରଶେଖରପୁର ଫେଜ-୨ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ରଶ୍ମି ସାହୁ ନିଲମ୍ବିତ ହୋଇଛନ୍ତି।ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (sir) କାର୍ଯ୍ୟରେ ଅବହେଳା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ସହକାରୀ ଶିକ୍ଷୟିତ୍ରୀ ରଶ୍ମି ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ ନିଯୁକ୍ତ କରାଯାଇଥିଲା।
ଜନପ୍ରତିନିଧିତ୍ୱ ଆଇନ, 1950 ର ଧାରା 32(1) ଅନୁଯାୟୀ ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରଣା ତାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।
📲Get App