🔥 TRENDING भव्य जैन भागवती दीक्षा महोत्सव 2027 মাঝরাতে ভয়াবহ অগ্নিকাণ্ড! শর্ট সার্কি... शाहजहांपुर में पुलिस झंडा दिवस पर SP न... वणधर-बरेठा में नई सरपंच अल्का कंवर ने... *1.* चांदनी चौक में फिल्म की शूटिंग *... Sunidhi Chauhan to Sing Bold Track 'Lo...
23 Nov 2026•
ગુજરાતી मराठी ਪੰਜਾਬੀ বাংলা
Local

ଭୁବନେଶ୍ୱରରେ ନିର୍ମାଣ ହେବ ବହୁତଳ ବିଶିଷ୍ଟ ରାଜସ୍ୱଭବନ; ଖର୍ଚ୍ଚ ହେବ ପ୍ରାୟ ୩୪୮ କୋଟି ଟଙ୍କା

✍️ Reporter: Deepak Mahapatra 🗓 23 Nov 2026, 01:07 PM 👁 20
Share: 💬 WhatsApp 📘 Facebook 𝕏 Post
ଭୁବନେଶ୍ୱରରେ ଏକ ବହୁତଳ ବିଶିଷ୍ଟ ରାଜସ୍ୱ ଭବନ ନିର୍ମାଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅନୁମୋଦନ କରିଛନ୍ତି ।


ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଭୁବନେଶ୍ୱରରେ ଏକ ୯ ମହଲା ବିଶିଷ୍ଟ ରାଜସ୍ୱ ଭବନ ନିର୍ମାଣ ହେବ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହିତ ନିର୍ମିତ ହେବାକୁ ଥିବା ଏହି ଭବନର ୯ ମହଲା ତଳେ ୨ଟି ବେସମେଣ୍ଟ ଓ ଗୋଟିଏ ଗ୍ରାଉଣ୍ଡଫ୍ଲୋର ରହିବ । ଏଥିପାଇଁ ସମୁଦାୟ ୩୪୭.୮୬ କୋଟି ଟଙ୍କା ଖର୍ଚ୍ଚ ହେବ ।
ଏହି ଭବନରେ ଗୋଟିଏ ସ୍ଥାନରେ ରାଜସ୍ୱ ବିଭାଗର ସମସ୍ତ ପ୍ରଶାସନିକ ବ୍ୟବସ୍ଥା ରହିବା ଦ୍ୱାରା ଏହା ମାଧ୍ୟମରେ ରାଜସ୍ୱ ବ୍ୟବସ୍ଥାର ସୁପରିଚାଳନା ଏବଂ ରାଜସ୍ୱ ଆଦାୟ ପ୍ରକ୍ରିୟା ସହଜ ଓ ସୁବ୍ୟବସ୍ଥିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି ।
📲Get App